ଭୁବନେଶ୍ୱରରୁ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୮ ଓ ସ୍ଥାନୀୟ ଅଞ୍ଚଳରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୭୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩୬୦ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୮୩ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

fourteen − four =