ଆଉ ୧୩ ଜୀବନ ନେଲା କରୋନା

ଭୁବନେଶ୍ୱର() ଆଜି ରାଜ୍ୟରେ ୧୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର,ବରଗଡ, ନୟାଗଡ, କୋରାପୁଟରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ସେହିପରି ଭୁବନେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

three + seven =