କରୋନା ନେଲା ଆଉ ୯ଜଣଙ୍କ ଜୀବନ

ଭୁବନେଶ୍ୱର() ରାଜ୍ୟରେ ଆଜି ୧୮୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ରାୟଗଡ଼ାରୁ ୨, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

eighteen − 2 =