ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୩୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫,୪୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୬୭ଜଣ ସୁସ୍ଥ ହୋଇଛନ୍ତି ଓ ୨୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୮୮୭ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

17 − sixteen =