ରାଜଧାନୀରୁ ଆଉ ୩୧୯ କରୋନା ପଜିଟିଭ

ଭୁବନେଶ୍ବର()   ଭୁବନେଶ୍ୱରରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୬୩୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯୫୩ ଜଣ ସୁସ୍ଥ ହୋଇଛନ୍ତି ଓ ୩୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୪୦୫ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

16 − 7 =