କରୋନାରେ ଆଜି ୧୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

20 − four =