ରାଜଧାନୀରୁ ଆଉ ୩୩୦ ପଜିଟିଭ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୯୧ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୮୨୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୧୧ ଜଣ ସୁସ୍ଥ ହୋଇଛନ୍ତି ଓ ୩୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୩୦୬ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen + 18 =