ରାଜଧାନୀରୁ ଆଉ ୩୦୭ କରୋନା ପଜିଟିଭ

ଭୁବନେଶ୍ୱର () ଭୁବନେଶ୍ୱରରୁ ଆଜି ଆଉ ୩୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

Share

Leave a Reply

Your email address will not be published. Required fields are marked *

13 + 2 =