ରାଜଧାନୀରୁ ଆଉ ୪୨୭ କରୋନା ପଜିଟିଭ

ଭୁବନେଶ୍ୱର()ଆଜି  ଭୁବନେଶ୍ୱରରୁ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୪୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୨୩୬ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୪୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩୫୦ ଜଣ ସୁସ୍ଥ ହୋଇଛନ୍ତି ଓ ୫୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୦୭୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

16 − 11 =