ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୫ କରୋନା ପଜିଟିଭ ଚିହ୍ନଟ: ୫ ଆକ୍ରାନ୍ତ ବାଲେଶ୍ବର ଜିଲ୍ଲାର ସୂଚନା । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ ହୋଇଥିବା ବେଳେ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୨, ସୁସ୍ଥ ହେଲେଣି ୩୫ ଜଣ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ ରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nineteen − 1 =