ଭୁବନେଶ୍ୱରରୁ ଆଉ ୩୦୧ ପଜିଟିଭ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୯୫୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୭୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୭୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୭୧୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

two + 3 =