ଭୁବନେଶ୍ୱରରୁ  ଆଉ ୩୨୯ କରୋନା ପଜିଟିଭ୍

ଭୁବନେଶ୍ୱର() ଭୁବନେଶ୍ୱରରୁ  ଆଉ ୩୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୨୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୩ ଜଣ ରହିଥିବା ବେଳେ ୨୫୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୭୮୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୧ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

nineteen − 3 =