ଭୁବନେଶ୍ୱରରୁ ଆଉ ୩୪୦ କରୋନା ପଜିଟିଭ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୨୩୫ କୁ ବୃଦ୍ଧି ପାଇଛି ।

ମୋଟ ୨୨ ହଜାର ୨୩୫ ପଜିଟିଭ ମଧ୍ୟରୁ ୯୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୮ ହଜାର,୫୮୫ ଜଣ ସୁସ୍ଥ ଓ ୩,୫୩୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

nineteen − 14 =