ଓଡିଶାର ପ୍ରଥମ କରୋନା ଆକ୍ରାନ୍ତଙ୍କ ରିପୋର୍ଟ ନେଗେଟିଭ

ଭୁବନେଶ୍ବର() ଓଡିଶାର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପ୍ରଥମ କରୋନା ଆକ୍ରାନ୍ତ ହୋଇଥିବା ବ୍ୟକ୍ତି କ୍ୟାପିଟାଲ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ତାଙ୍କର ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

ସୂଚନା ଅନୂସାରେ ଗତକାଲି ରାଜ୍ୟରେ ଦ୍ବିତୀୟ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଥିଲେ । ବର୍ତ୍ତମାନ ରାଜ୍ୟରେ ଆଉ ୩କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

five × four =