ରାଜଧାନୀରୁ ଆଉ ୧୮୯ ପଜିଟିଭ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୭ ଓ ସ୍ଥାନୀୟ ଅଞ୍ଚଳରୁ ୧୪୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୬୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୮ ହଜାର ୨୯୯ କୁ ବୃଦ୍ଧି ପାଇଛି ।

 

ମୋଟ ୨୮ ହଜାର ୨୯୯ ପଜିଟିଭ ମଧ୍ୟରୁ ୧୪୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୫ ହଜାର ୬୧୯ ଜଣ ସୁସ୍ଥ ଓ ୨୫୧୧ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

twenty + four =