କରୋନାରେ ଗଲା ଆଉ ୧୩ ଜୀବନ

ଭୁବନେଶ୍ୱର() ଆଜି ୯୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ମୟୁରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ୨ ଜଣ , ବାଲେଶ୍ୱର, ବରଗଡ଼, ଖୋର୍ଦ୍ଧା, ଭୁବନେଶ୍ୱର, କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

2 × 2 =