ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ ପଜିଟିଭ ଚିହ୍ନଟ । ଚିହ୍ନଟ ହୋଇଥିବା ପଜିଟିଭ ବାଲେଶ୍ୱର ଜିଲ୍ଲାର । ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟା ଓ୍ବାବସାଇଟ ପଖ୍ୟରୁ ସୂଚନା ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ହୋଇଛି ।୨୪ ଘଣ୍ଟାରେ ରାଜ୍ୟରେ ଟେଷ୍ଟ ହୋଇଛି ୨୪୩୭ଟି ସାମ୍ପଲ । ସମୁଦାୟ ୩୪ ହଜାର ୧୩୩ ସାମ୍ପଲ ମଧ୍ୟରୁ ୧୪୩ଟି ପଜିଟିଭ ।
ଏବେ ୧୦୧ ଜଣ ଚିକିତ୍ସିତ ହେଉଛନ୍ତି । ୪୧ ଜଣ ସୁସ୍ଥ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen + twelve =