ଯାଜପୁରେ ଆଉ ୨ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ । ଚିହ୍ନଟ ହୋଇଥିବା ପଜିଟିଭ ଯାଜପୁର ଜିଲ୍ଲାର । ଏହାସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮କୁ ବୃଦ୍ଧି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟା ଓ୍ବାବସାଇଟ ପଖ୍ୟରୁ ସୂଚନା ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ହୋଇଛି ।
ଏବେ ୧୦୫ ଜଣ ଚିକିତ୍ସିତ ହେଉଛନ୍ତି । ୪୧ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

eighteen + seventeen =