ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

କଟକ() ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷଷ୍ଠ କରୋନା ପଜିଟିଭ ଜଣଙ୍କ କଟକର ହୋଇଥିବା ସୂଚନା ମିଳିଛି । ଷଷ୍ଠ ଆକ୍ରାନ୍ତ ବ୍ୟକ୍ତି ଦିଲ୍ଲୀରୁ ଫେରିଥିବା ସୂଚନା ମିଳିଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

4 × 2 =