ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଜି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଦୁଇଜଣ ଗଂଜାମ ଜିଲ୍ଲାର  ହୋଇଥିବା ବେଳେ ଜଣେ ଝାରସୁଗୁଡା ଜିଲ୍ଲାର । ଏହା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ ରେ ପଂହଚିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

one × 3 =