ଯାଜପୁରରେ ଆକ୍ରାନ୍ତଙ୍କ  ସଂଖ୍ୟା ୫୨କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ ଯାଜପୁରର ହୋଇଥିବା ବେଳେ ୨ଜଣ ଭଦ୍ରକ ଜିଲ୍ଲାର । ଏହାସହ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।ତେବେ ଏହାକୁ ମିଶାଇ ଯାଜପୁରରେ ସର୍ବାଧିକ ଆକ୍ରନ୍ତ ହୋଇଛନ୍ତି । ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି ।

Share

Leave a Reply

Your email address will not be published. Required fields are marked *

nineteen − nineteen =