ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟ ରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଜଣକ ରାଉରକେଲାର ହୋଇଥିବା ବେଳେ ତାଙ୍କ ବୟସ ୪୯ ବର୍ଷ । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ଏବେ ଆକ୍ଟିଭ କେସ୍ ୧୧୩ ରହିଛି ।

Share

Leave a Reply

Your email address will not be published. Required fields are marked *

11 + 17 =