ଭୁବନେଶ୍ବରେ ଆଉ ୩ କରୋନା ପଜିଟିଭ

ଭୁବନେଶ୍ୱର() ଭୁବନେଶ୍ବରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। । ସମସ୍ତ କରୋନା ଆକ୍ରାନ୍ତ ବମିଖାଲ ଅଞ୍ଚଳର ବୋଲି ସୂଚନା ମିଳିଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ ପୂର୍ବରୁ ଦୁଇ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୭ରେ ପହଞ୍ଚିଛି ।

Share

Leave a Reply

Your email address will not be published. Required fields are marked *

twenty − five =