ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଆଜି ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ୪ ଜଣ ନୂଆ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସକାଳେ ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

20 − fourteen =