ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୭କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରେ ଗଞ୍ଜାମରେ ୭ , ବୌଦ୍ଧରେ ୩, ଯାଜପୁରରେ ଜଣେ, ଅନୁଗୁଳରେ ୨ ଓ ପୁରୀରେ ୨ କରୋନା ଆକ୍ରାନ୍ତ ଥିବା ଜଣାପଡିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୭ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

4 × 2 =