କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି, ମୃତ୍ୟୁ ସଂଖ୍ୟା ୫ କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି ।ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ କୁ ବୃଦ୍ଧି ହୋଇଛି । ପୂର୍ବରୁ ୩ ମୃତ୍ୟୁ ହୋଇଥିଲା ଆଜି ଆଉ ୨ଜଣଙ୍କ ମୃତ୍ୟୁ ହୋଇଛି । ୨ ମୃତକ ଗଞ୍ଜାମ ଜିଲ୍ଲିର ବୋଲି ସୂଚନି ମିଳିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୯୬ଜଣ ସୁସ୍ଥ ହୋଇଛନ୍ତି ଓ ୫ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

10 − three =