୯ଜଣଙ୍କୁ ବାଧ୍ୟତାମୂଳକ କ୍ୱାରେନଟାଇନ

ରାଜଧାନୀ ଭୁବନେଶ୍ବରରେ ୯ଜଣ ସଟ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ପୁଲିସ ଉଠାଇ ନେଇଥିବାର ଖବର ମିଳିଛି । ସେମାନଙ୍କୁ ପୁଲିସ ୧୪ଦିନ ପାଇଁ କ୍ବାରେଣ୍ଟାଇନ ରୁମ୍‌ରେ ରଖିଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଭଦ୍ରକ ସହରରୁ ୩ କରୋନା ରୋଗୀ ଚିହ୍ନଟ ହେବା ପରେ ସାରା ଜିଲ୍ଲାରେ କୋକୁଆ ଭୟ ଖେଳିଯାଇଛି। ସଟଡାଉନ ଘୋଷଣା ହୋଇଥିବା ସମୟରେ ଭଦ୍ରକ ସହରରେ ଵୁଲିଵା ଅଭିଯୋଗରେ ୯ଜଣଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ଭଦ୍ରକ ଟାଉନ ଥାନା ପୁଲିସ ୯ଜଣ ଯୁବକଙ୍କୁ ଗିରଫ କରିଥିବା ଜଣାଯାଇଛି । ସମସ୍ତ ଯୁଵକଙ୍କୁ ୧୪ଦିନ ପାଇଁ କ୍ଵାରେଣ୍ଟାଇନରେ ରଖାଯାଇଛି ।

Share

Leave a Reply

Your email address will not be published. Required fields are marked *

five + 13 =