ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମର ୧୯, ଯାଜପୁରର ୩ ଓ ବାଲେଶ୍ୱରର ୨ ଆକ୍ରାନ୍ତ ସାମିଲ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ତେବେ ରାଜ୍ୟରେ ୮୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ୨୨୦ ସୁସ୍ଥ ହୋଇଛନ୍ତି ଓ ୪ ଜଣଙ୍କର ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

three × two =