ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୦କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୦କୁ ବୃଦ୍ଧି ପାଇଛି ।ଏହି ୨ ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲାର ବୋଲି ସୂଚନା ମିଳିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୦ ଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨୦ ଜଣ ସୁସ୍ଥ ହୋଇଛନ୍ତି ଓ ୪ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

four × 2 =