ରାଜ୍ୟରେ ଆଉ ୧୦୨ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଆଉ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ସଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୦୭ଜଣ ସୁସ୍ଥ ହୋଇଛନ୍ତି ଓ ୪ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୬୯୬ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

2 × 2 =