ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()ରାଜ୍ୟରେ ଆଜି ଆଉ ୨ଜଣ କରୋନା ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି । ଏହି ଦୁଇ ନୂଆ ଆକ୍ରାନ୍ତ ବାଲେଶ୍ୱରର ବୋଲି ଜଣାପଡ଼ିଛି । ବାଲେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି ।

ଏହାସହ ଓଡ଼ିଶାରେ ୮୯ଜଣ ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩ଜଣ ସୁସ୍ଥ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୫୫ଜଣ ରାଜ୍ୟରେ କରୋନା ଆକ୍ରାନ୍ତରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

4 × 3 =