ଓଡିଶା ସମେତ ୬ ରାଜ୍ୟକୁ ବନ୍ୟା ସହାୟତା ଘୋଷଣା

ନୂଆଦିଲ୍ଲୀ() ଓଡିଶା ସମେତ ୬ଟି ରାଜ୍ୟକୁ ସହାୟତା ରାଶି ଘୋଷଣା କରିଛି କେନ୍ଦ୍ର । ବାତ୍ୟା ‘ଅମ୍ପାନ’, ନିସର୍ଗ ସହ ବାତ୍ୟା ଓ ଭସ୍ଖଳନ ପାଇଁ ସହାୟତା ରାଶି ଘୋଷଣା ହୋଇଛି । ୬ ରାଜ୍ୟକୁ କେନ୍ଦ୍ରର ୪୩୮୧.୮୮ କୋଟିର ଅତିରିକ୍ତ ସହାୟତା ରାଶି ଘୋଷଣା ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ହୋଇଥିବା ଉଚ୍ଚସ୍ତରୀୟ କମିଟି ଏହାକୁ ଅନୁମୋଦନ କରିଛି । ତେବେ ଓଡିଶା, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ସିକିମକୁ ମିଳିବ ଏହି ସହାୟତା ।

Share

Leave a Reply

Your email address will not be published. Required fields are marked *

16 + 13 =