ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର() ବଢିଲା ମହଙ୍ଗା ଭତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ୫ ପ୍ରତିଶତ ମହାଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏ ସମ୍ପର୍କରେ ବିଜ୍ଞପ୍ତି ଆଜି ଏଠାରେ ପ୍ରକାଶ ପାଇଛି । ଏହି ମହଙ୍ଗା ଭତ୍ତା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ।

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ସପ୍ତମ ବେତନ କମିଶନ ଅନୁଯାୟୀ ବାକି ଥିବା ୧୦ ଅର୍ଥ ଦେବା ପାଇଁ ଗତ କାଲି ରାଜ୍ୟ ସରକାର ନିଦେ୍ର୍ଧଶ ଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

3 × four =