ମୃତ୍ୟୁ ସଂଖ୍ୟା 12କୁ ବୃଦ୍ଧି

କଟକ () ମହାନଦୀ ପୋଲ ଉପରେ ଅନୁଗୁଳରୁ କଟକ ଆସୁଥିବା ଜଗନ୍ନାଥ ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା 12କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ 3 ଜଣ ମହିଳା । ଏଥିସହ 30ରୁ ଅଧିକ ଆହତ ହୋଇଛନ୍ତି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିବା ସହ ସବୁ ଆହତଙ୍କ ମାଗଣା ଚିକିତ୍ସା କରିବାକୁ ନିର୍ଦେଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

one + 19 =