ବଡଓଷା ଦିନ ଧବଳେଶ୍ବରରେ ୧୪୪ ଧାରା

ଆଠଗଡ ()  ଧବଳେଶ୍ବର ପୀଠରେ ବଡଓଷା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ବିନା ଭକ୍ତରେ ବଡଓଷା ପାଳନ ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି । କୋଭିଡ୍‌ ନିୟମ ମାନି ମନ୍ଦିରର ସମସ୍ତ ନୀତିକାନ୍ତି କରାଯିବ । ବଡଓଷା ଦିନ ଧବଳେଶ୍ବର ପୀଠର ଆଖପାଖରେ ଜାରି ହେବ ୧୪୪ ଧାରା । ବୈଠକ ଶେଷରେ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × 1 =