ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ

ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଭାବେ ବଦଳି
ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ
ଆୟୁଷ ନିର୍ଦ୍ଦେଶକ ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି
ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି
ଓଡିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଦାୟିତ୍ୱ

Share

Leave a Reply

Your email address will not be published. Required fields are marked *

15 − three =