କୋଇଲା ଦୁର୍ନୀତିରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର()କୋଇଲା ଦୁର୍ନୀତିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପ୍ରଥମ ମନ୍ତ୍ରୀ ଭାବେ କୋଇଲା ଦୁର୍ନୀତିରେ ଦିଲ୍ଲୀପ ରାୟ ଦୋଷୀ ହୋଇଛନ୍ତି । ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ପେଶାଲ କୋର୍ଟ ଜଜ ପରାଶର । ଅକ୍ଟୋବର ୧୪ରେ ସ୍ୱତନ୍ତ୍ର କୋର୍ଟରେ ଦଣ୍ଡାଦେଶ ହେବ । ଏନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି । ତେବେ ଏନଡିଏ ସରକାରରେ କେନ୍ଦ୍ର କୋଇଲା ମନ୍ତ୍ରୀ ଥିଲେ ଦିଲ୍ଲୀପ ।

Share

Leave a Reply

Your email address will not be published. Required fields are marked *

six + nine =