୨୭ ଜଣଙ୍କ ଠାରୁ ଜରିମାନା ଆଦାୟ କଲା ଡ୍ରୋନ,ଜାଣନ୍ତୁ କେତେ…

ଭୁବନେଶ୍ୱର() ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବାକୁ ପ୍ରଥମଥର ପାଇଁ ଡ୍ରୋନ୍ର ସହାୟତା ନିଆଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଏହି ରାସ୍ତାରେ ୨୭ଜଣ ଗାଡ଼ି ଚାଳକଙ୍କୁ ଧରିଛି ଡ୍ରୋନ୍। ସେମାନଙ୍କଠାରୁ ୧୩ ହଜାର ୫ଶହ ଟଙ୍କା ଜରିମାନା ଆକାରରେ ଆଦାୟ କରାଯାଇଛି। ଆଗାମୀ ଦିନରେ ଡ୍ରୋନ୍ ନିୟମ ଉଲ୍ଲଂଘନକାରୀଙ୍କୁ ଧରିବାରେ ବେଶ୍ ସହାୟକ ହେବ ବୋଲି ଟ୍ରାଫିକ ପୋଲିସ ପକ୍ଷରୁ କୁହାଯାଇଛି। ରବୀନ୍ଦ୍ର ମଣ୍ଡପ-ବିମାନବନ୍ଦର ରାସ୍ତାକୁ କମିଶନରେଟ ପୋଲିସ ‘ନୋ ଓଭରଟେକିଂ ଜୋନ୍’ ଭାବେ ଘୋଷଣା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

18 − 14 =