ମୁଖ୍ୟମନ୍ତ୍ରୀଙ୍କ ମୁସଲମାନମାନଙ୍କୁ ଇଦ ଶୁଭେଚ୍ଛା

ଭୁବନେଶ୍ୱର() ଆଜି ପବିତ୍ର ଇଦ ଅବସରରେ ମୁସଲମାନମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ସାମାଜିକ ଦୂରତାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । କରୋନା ଲଢ଼େଇରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

nineteen + 18 =