ବିଜେଡିର ୩ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

ବିଜୁ ଜନତା ଦଳର ମାନ୍ୟବର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଆଜି ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି।

ସେହିଭଳି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର କୋ-ଅବଜରଭର୍ ଭାବେ ମଧ୍ୟ ନିଯୁକ୍ତି ମିଳିଥିବା କଥା ଦଳ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

ten + 3 =