ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ କରୋନା ପଜିଟିଭ ଚିହ୍ନଟ | କରୋନାରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ । ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଦିଲ୍ଲୀରେ ବଢୁଥିବା ସଂକ୍ରମଣ ଭିତରେ ଦେଶର ଜଣେ ପୂର୍ବ ପ୍ରଧାନମନ୍ତ୍ରୀ ପଜିଟିଭ୍ ଚିହ୍ନଟ ହେବା ଚିନ୍ତାର କାରଣ ପାଲଟିଛି ।

Share

Leave a Reply

Your email address will not be published. Required fields are marked *

5 + 15 =