ଆମ୍ବୁଲାନ୍ସରେ ନିଆଁ

କେନ୍ଦ୍ରାପଡ଼ା: ରୋଗୀ ଛାଡ଼ି ଫେରୁଥିଲା ଆମ୍ବୁଲାନ୍ସ । ହଠାତ ରାସ୍ତା ମଝିରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । କେନ୍ଦ୍ରାପଡ଼ା ଜିଲ୍ଲା ଟାଉନ ଥାନା ମହିପାଳ ଛକରେ ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗି ଯାଇଥିଲା । ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି । ତେବେ ଆମ୍ବୁଲାନ୍ସ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସ ଡ୍ରାଇଭର ସୁରକ୍ଷିତ ଥିବା ସୂଚନା ମିଳିଛି।

Share

Leave a Reply

Your email address will not be published. Required fields are marked *

five × 1 =