ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା() ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ ।ଝାରସୁଗୁଡାରୁ କୋଲକତା ଓ ଝାରସୁଗୁଡାରୁ ବେଙ୍ଗଲୁରୁକୁ ବିମାନ ଚଳାଚଳା କରିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ପୂର୍ବରୁ ଝାରସୁଗୁଡା ବିମାନବନ୍ଦରରୁ ୫ଟି ସ୍ଥାନକୁ ବିମାନ ଉଡାଣ କରୁଥିଲା । ଏହା ସହ ଜୟପୁର ଏୟାରଷ୍ଟ୍ରିପ କାମ ପାଇଁ ୫୫ କୋଟିର ଟେଣ୍ଡର ସରିଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି।

Share

Leave a Reply

Your email address will not be published. Required fields are marked *

four × 4 =