ଗଜଲକ୍ଷ୍ମୀ ପୂଜା ଏବଂ ପବିତ୍ର କୁମାର ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ପବିତ୍ର ଗଜଲକ୍ଷ୍ମୀ ପୂଜା ଏବଂ କୁମାର ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ଲକ୍ଷ୍ମୀଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

nine + fifteen =