ଗଜାନନ ବେଶରେ ମହାପ୍ରଭୁ

ପୁରୀ()  ଗଜାନନ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତୀ। ସ୍ନାନ କାର୍ୟ୍ୟ ଶେଷ ପରେ ତିନି ଠାକୁର ଗଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିସହ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଆଦ୍ୟପର୍ବ ଆରମ୍ଭ ହୋଇଛି। ମଙ୍ଗଳବାର ମହାପ୍ରଭୁ ଅଣସରରେ ରହିବା ସହ ପଟି ଦିଅଁ ଭାବେ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୂଭୁ ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଥିଲେ।

ବଳଭଦ୍ରଙ୍କୁ ୩୩, ଜଗନ୍ନାଥ ୩୫, ଦେବୀ ସୁଭଦ୍ର ୨୨ ଓ ସୁଦର୍ଶନ ମହାପ୍ରଭୁ ୧୮ ଗରାରେ ମହାସ୍ନାନ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

five × 4 =