ଗଜପତିରେ ମୁଖ୍ୟମନ୍ତ୍ରୀ

ଗଜପତି: ଗଜପତି ଜିଲ୍ଲାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । କଡା ସୁରକ୍ଷାରେ ମୁଖ୍ୟମନ୍ତ୍ରୀ ଗଜପତିରେ ପହଞ୍ଚିଛନ୍ତି । ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଏଠାରେ ବ୍ୟାପକ ସୁବିଧା ମଧ୍ୟ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

eighteen − four =