କାଲିଠାରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହି ସମୟରେ ୪୦ ରୁ ୪୫ କିଲୋମିଟର ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

3 × five =