୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର()   ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ସୁବର୍ଣ୍ଣପୁର, ବୈାଦ୍ଧ, ମୟୂରଭଞ୍ଜ, ଓ ବାଲେଶ୍ୱର ।

ତାସହ ଏହି ସବୁ ଜିଲ୍ଲା ଗୁଡିକୁ କାଳବୈଶାଖି ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ଜଣାଇଛି । ତେଣୁ ସନ୍ଧ୍ୟା ୬ଟା ପରେ ଘରୁ ନବାହାରିବାକୁ ସତର୍କ ଜାରି କରିଛି ପାଣିପାଗ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

1 × 5 =