୨୫ରୁ ପ୍ରବଳ ବର୍ଷା

ଭୁବନେଶ୍ବର()  ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ପ୍ରଭାବରୁ ୨୫ ତାରିଖରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ତ୍ରିପୁରା, ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବର୍ଷା ବଢ଼ିବ। ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାସହ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୩ ତାରିଖ ପର୍ୟ୍ୟନ୍ତ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ। କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଓ ଫୁଲବାଣୀରେ ବର୍ଷା ପରିମାଣ ଅଧିକ ରହିବ।

Share

Leave a Reply

Your email address will not be published. Required fields are marked *

three + 19 =