୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର() ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରୁ ଆଜିଠାରୁ ଆସନ୍ତା ୨୬ ଯାଏଁ ପ୍ରବଳ ବର୍ଷା ହେବ । ଏନେଇ ଆଜି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୁଚନା ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ବାଲେଶ୍ବର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

1 × 1 =